ସମୁଦ୍ରରେ ବଳ ଗୋଟାଉଛି ଲଘୁଚାପ, ନେବ ଗଭୀର ଅବପାତ ରୂପ

ଭୁବନେଶ୍ୱର: ଓଡ଼ିଶା ଉପକୂଳ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଏହା ସମୁଦ୍ରରେ ରହି ବଳ ଗୋଟାଉଛି । ଦୁଇ ଦିନ ସମୁଦ୍ରରେ ରହିବା ପରେ ୯ ତାରିଖରେ ଏହା ଅବପାତର ରୂପ ନେବ । ପରେ ଛତିଶଗଡ ଆଡ଼କୁ ମୁହାଁଇବ । ଏହା ଡିପ୍‌ ଡିପ୍ରେସନ୍‌ ବା ଗଭୀର ଅବପାତର ରୂପ ନେଇପାରେ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ … Continue reading ସମୁଦ୍ରରେ ବଳ ଗୋଟାଉଛି ଲଘୁଚାପ, ନେବ ଗଭୀର ଅବପାତ ରୂପ