22.1 C
Bhubaneswar
Wednesday, December 10, 2025
Homeଓଡିଶା୨୬ରୁ ୨୮ମଧ୍ୟରେ ଲଘୁଚାପ ସମ୍ଭାବନା

୨୬ରୁ ୨୮ମଧ୍ୟରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୬ରୁ ୨୮ମଧ୍ୟରେ ଲଘୁଚାପ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ଆଜି ଦକ୍ଷିଣ ଓଡ଼ିଶାରେ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍‌‌ ଶେଷ ସପ୍ତାହରେ ବର୍ଷା ପରିମାଣ ବୃଦ୍ଧି ହେବା ସମ୍ଭାବନା। ସେପଟେ ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ। ମାଲକାନଗିରିରେ ଅଟକି ଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାମାନ୍ୟ ଆଗକୁ ବଢିଛି। କୋରାପୁଟ, କଳାହାଣ୍ଡି, ଗଞ୍ଜାମ, ଗଜପତି ଜିଲାକୁ ସ୍ପର୍ଶ କରିଛି ମୌସୁମୀ। ଆସନ୍ତା ୨ରୁ ୩ଦିନ ମଧ୍ୟରେ ମୌସୁମୀ ଓଡ଼ିଶାର ଅନ୍ୟ ଜିଲାରେ ସକ୍ରିୟ ହେବାର ସମ୍ଭାବନା ରହିଛି। ଆଜିଠାରୁ ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ପରିମାଣ ବଢିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking