18.1 C
Bhubaneswar
Wednesday, February 4, 2026
Homeଓଡିଶାଆସନ୍ତା ୧୩ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଆସନ୍ତା ୧୩ରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଆଡ଼କୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ‌କ୍ଷେତ୍ର ଆସନ୍ତା ୧୩ ତାରିଖ ଆଡ଼କୁ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭା‌ବରେ ରାଜ୍ୟରେ ଭଲ ବ‌ର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।  ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ଜଗତସିଂହପୁର, ଖୋର୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପବନ ଜୋର୍‌ରେ ବହିବା ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking