17.1 C
Bhubaneswar
Tuesday, December 9, 2025
Homeଓଡିଶା୨୨ରେ ଲଘୁଚାପ: ୨୭ରୁ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା

୨୨ରେ ଲଘୁଚାପ: ୨୭ରୁ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି  ହେବ । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟ ଭାଗରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ସପ୍ତାହରୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ଆଇଏମଡି ପୂର୍ବାନୁମାନ କରିଛି ଯେ, ୨୭ରୁ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା ରହିଛି । ଏପଟେ ବାତ୍ୟା ଆଶଙ୍କା ଭିତରେ ସାରା ଓଡ଼ିଶାର ସର୍ବନିମ୍ନ ତାପମାତ୍ରାରେ ବ୍ୟାପକ ପରିବର୍ତ୍ତନ ଆସିଛି । ଦକ୍ଷିଣ ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୪.୧ ଡିଗ୍ରିରୁ ଅଧିକ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking