16.1 C
Bhubaneswar
Saturday, December 20, 2025
Homeଓଡିଶାଆସନ୍ତା ୨୭ ତାରିଖରେ ଲଘୁଚାପ!

ଆସନ୍ତା ୨୭ ତାରିଖରେ ଲଘୁଚାପ!

ଭୁବନେଶ୍ୱର: ତାତିରୁ ମିଳିବ ତ୍ରାହି । ଓଡ଼ିଶାକୁ ଭିଜାଇବ ଲଘୁଚାପ ବର୍ଷା । ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଲଘୁଚାପ ପ୍ରଭାବ ପାଇଁ ଆଗାମୀ ସାତ ଦିନ ରାଜ୍ୟରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ଦକ୍ଷିଣ ଓଡିଶାର ଜିଲ୍ଲା ଗୁଡିକରେ ଅଧିକ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ଆରବ ସାଗରରେ ମଧ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking