17.1 C
Bhubaneswar
Thursday, February 19, 2026
Homeଓଡିଶାବିକ୍ରି ହେଉଛି ନିମ୍ନମାନର କ୍ଷୀର

ବିକ୍ରି ହେଉଛି ନିମ୍ନମାନର କ୍ଷୀର

ଭୁବନେଶ୍ୱର: ଓଡିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷାର । ଗୃହରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉତ୍ତର ରଖିଛନ୍ତି । କହିଛନ୍ତି, ୨୦୨୫ରେ ୨୨ଟି କମ୍ପାନୀର ୮୮ ସାମ୍ପଲ ଯାଞ୍ଚ କରାଯାଇଥିଲା । ସେଥିରୁ ୮୦ଟି ସାମ୍ପଲ ଠିକ, ୮ଟି ନମୁନା ନିମ୍ନମାନର ବୋଲି ଜଣାପଡିଛି । ୧୦ଟି ଓଡିଶାର କମ୍ପାନୀ , ୧୨ଟି ରାଜ୍ୟ ରାହାର କମ୍ପାନୀ ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking