28.1 C
Bhubaneswar
Monday, February 9, 2026
Homeଦେଶ ବିଦେଶଶସ୍ତା ହେଲା ଏଲପିଜି ସିଲିଣ୍ଡର

ଶସ୍ତା ହେଲା ଏଲପିଜି ସିଲିଣ୍ଡର

ନୂଆଦିଲ୍ଲୀ : ବଜେଟ ପୂର୍ୱରୁ ଶସ୍ତା ହେଲା ଏଲପିଜି ସିଲିଣ୍ଡର । ୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ ୭ ଟଙ୍କା କମିଛି ।   ଆଜି ସକାଳଳ ୬ଟାରୁ  ନୂଆ ଦର ଲାଗୁ ହୋଇଛି । ଅଏଲ୍ ମାର୍କେଟିଂ କମ୍ପାନୀ ଗୁଡ଼ିକ ଆଜିଠୁ ଏହି ଦର ହ୍ରାସ ନେଇ ଘୋଷଣା କରିଛନ୍ତି । ଦାମ୍ ହ୍ରାସ ପରେ ରାଜଧାନୀ ଦିଲ୍ଲୀରେ ୧୯ କେଜି କମର୍ସିଆଲ୍ ଖଚଏ ସିଲିଣ୍ଡର ଦାମ୍ ଏବେ ୧୭୯୭ ଟଙ୍କା ହୋଇଛି। ଏହାପୂର୍ବରୁ ସିଲିଣ୍ଡର ପିଛା ୧୮୦୪ଟଙ୍କା ଥିଲା। ନୂଆ ଦର ଲାଗୁ ହେବାପରେ କୋଲକାତାରେ କମର୍ସିଆଲ ସିଲିଣ୍ଡର ପିଛା ୧୯୦୭ ଟଙ୍କା, ମୁମ୍ବାଇରେ ୧୭,୪୯ଟଙ୍କା ୫୦ ପଇସା ଓ ଚେନ୍ନାଇରେ ୧୯୫୯ ଟଙ୍କା ୫୦ ପଇସା ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking