25.9 C
Bhubaneswar
Monday, April 6, 2026
Homeଦେଶ ବିଦେଶବଢ଼ିଲା ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର ଦର

ବଢ଼ିଲା ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର ଦର

ଭୁବନେଶ୍ୱର : ମାସ ଆରମ୍ଭରୁ ଝଟ୍‌କା। ଗ୍ରାହକଙ୍କୁ ପୁଣି ମହାଙ୍ଗା ମାଡ଼। ପୁଣି ବଢ଼ିଲା ଏଲ୍‌ପିଜି ଗ୍ୟାସ୍‌ ସିଲିଣ୍ଡର ଦର। କମର୍ସିଆଲ୍‌ ଗ୍ୟାସ୍‌ ସିଲିଣ୍ଡର ଦରରେ ବୃଦ୍ଧି ପାଇଛି। ସିଲିଣ୍ଡର ପିଛା ୩୯ ଟଙ୍କା ବଢ଼ିଛି।

ଫଳରେ ଦିଲ୍ଲୀରେ ୧୯ କେଜି ଗ୍ୟାସ୍‌ ସିଲିଣ୍ଡର ଦର ୧୬୯୧.୫୦ ପଇସାକୁ ବୃଦ୍ଧି ହୋଇଛି। ସେହିପରି କୋଲକାତାରେ ନୂଆ ଦର ଲାଗୁ ହେବା ପରେ ସିଲିଣ୍ଡର ଦାମ୍‌ ୧୮୦୨.୫୦ ଟଙ୍କା, ମୁମ୍ବାଇରେ ୧୬୪୪ଟଙ୍କା ଓ ଚେନ୍ନାଇରେ ୧୮୫୫ ଟଙ୍କାରେ ପହଞ୍ଚିଛି। ଗତମାସରେ ମଧ୍ୟ କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ବଢ଼ିଥିଲା। ତେବେ ଘରୋଇ ଗ୍ୟାସ୍‌ ସିଲିଣ୍ଡର ଦରରେ କୌଣସି ପରିବର୍ତ୍ତନ ହୋଇ ନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking