39.1 C
Bhubaneswar
Tuesday, April 23, 2024
Homeଖେଳଅନ୍ତର୍ଜାତୀୟ କ୍ରିକେଟରୁ ମହେନ୍ଦ୍ର ସିଂ ଧୋନୀଙ୍କ ଅବସର

ଅନ୍ତର୍ଜାତୀୟ କ୍ରିକେଟରୁ ମହେନ୍ଦ୍ର ସିଂ ଧୋନୀଙ୍କ ଅବସର

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଲେ ମହେନ୍ଦ୍ର ସିଂ ଧୋନୀ। ସେ କ୍ରିକେଟ ରୁ ଅବସର ନେଇଥିବା ନିଜେ ଘୋଷଣା କରିଛନ୍ତି। ଏହା ପୂର୍ବରୁ ସେ ଟେଷ୍ଟ କ୍ରିକେଟରରୁ ସନ୍ୟାସ ଘୋଷଣା କରିସାରିଛନ୍ତି।ଧୋନିଙ୍କ ନେତୃତ୍ୱରେ ୨୦୦୭ରେ ଭାରତ ପ୍ରଥମ ଟି-୨୦ ବିଶ୍ୱକପ୍ ବିଜୟୀ ହୋଇଥିଲା।
ତାଙ୍କୁ ଭାରତୀୟ କ୍ରିକେଟ ଦଳର ସଫଳତମ ଅଧିନାୟକ ବୋଲି କୁହାଯାଏ । ତାଙ୍କ ସମୟରେ ଭାରତ ବିଶ୍ୱକପ କ୍ରିକେଟ, ଟି-୨୦ ବିଶ୍ୱକପ କ୍ରିକେଟ, ୨୦୧୩ ଆଇସିସି ଚାମ୍ପିୟନ୍ସ ଟ୍ରଫି, ଦୁଇଥର ଏସିଆ କପ, ଟେଷ୍ଟ କ୍ରିକେଟରେ ଏକ ନମ୍ବର ମାନ୍ୟତା ପାଇଥିଲା ।
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking