28.1 C
Bhubaneswar
Thursday, May 2, 2024
Homeଓଡିଶାଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ନରସିଂହପୁର: ଭିଜିଲାନ୍ସ ଜାଲରେ ବଡମ୍ବା ବ୍ଲକ ନିର୍ବାହୀ ଯନ୍ତ୍ରୀ । ନିର୍ବାହୀ ଯନ୍ତ୍ରୀ ବାଉରୀବନ୍ଧୁ ପରିଡାଙ୍କୁ ଧରିଲା ଭିଜିଲାନ୍ସ । ବିଲ୍ ପାସ କରିବାକୁ ଠିକାଦାରଙ୍କ ଠାରୁ ୩୦ ହଜାର ଲାଞ୍ଚ ନେଉଥିଲେ । ସରକାରୀ ବାସଭବନରେ ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ ।

ସହିଦଙ୍କୁ ଶେଷ ସଲାମ୍ ଦେଲେ ଛତିଶଗଡ ମୁଖ୍ୟମନ୍ତ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking