21.1 C
Bhubaneswar
Saturday, December 6, 2025
Homeଓଡିଶାମାଧୁରୀ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର

ମାଧୁରୀ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର

ଭୁବନେଶ୍ୱର: ମାଧୁରୀ ଦୀକ୍ଷିତ ହେଲେ ଓଡିଶା ହସ୍ତତନ୍ତର  ନୂଆ ବ୍ରାଣ୍ଡ ଆମ୍ବାସଡର ।  ନୂଆ ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀଙ୍କ ନାଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ  ମୋହନ ମାଝୀ । ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ଓଡିଶା ହସ୍ତତନ୍ତର ପ୍ରଚାର ପ୍ରସାର କରିବେ ମାଧୁରୀ ।  ଆସନ୍ତା ବର୍ଷେ ପଯ୍ୟନ୍ତ ବ୍ରାଣ୍ଡ ଆମ୍ବାସଡର ଦାୟିତ୍ୱ  ତୁଲାଇବେ  ମାଧୁରୀ । ସୂଚନାଥାଉକି, ଆଜି ଜନତା ମଇଦାନରେ ‘ଏକ୍‌ତା ‘ ଜାତୀୟ ହସ୍ତତନ୍ତ ଦିବସରେ ଓଡିଶାରେ ସ୍ୱତନ୍ତ୍ର  କାଯ୍ୟକ୍ରମ  ଅନୁଷ୍ଠିତ ହୋଇଛି । ଜନତା ମୈଦାନରେ ଏକତା ର ଶୁଭାରମ୍ଭ କଲେ ମାଧୁରୀ ଦୀକ୍ଷୀତ । ସ୍ୱତନ୍ତ୍ର ଅଭିନେତ୍ରୀ ଭାବେ ଯୋଗ ଦେଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଉପସ୍ଥିତ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking