28.1 C
Bhubaneswar
Saturday, April 27, 2024
Homeଓଡିଶାଆଜିର ଅନୁଚିନ୍ତା🛕🎪*,_ମହାବୀର ପଞ୍ଜିକା

ଆଜିର ଅନୁଚିନ୍ତା🛕🎪*,_ମହାବୀର ପଞ୍ଜିକା

_**🦋ଜୀବନରେ ୩ଟି ଜିନିଷ କେବେ ଫେରିଆସେ ନାହିଁ ।*

*>>>ସମୟ,*
*>>>>କଥା ଓ*
*>>>>>ସୁଯୋଗ ।*
*🦋ଝିଅ ମାନଙ୍କର ରୂପ ଆଉ ପୁଅ ମାନଙ୍କର ପକେଟ୍ ଭର୍ତ୍ତି ଟଙ୍କା ନ ଥିଲେ ସମାଜ ତାଙ୍କୁ ଭଲ ନଜରରେ ଦେଖେ ନାହିଁ ।*

*🦋” ଆଘାତ ” ଶାରୀରିକ ହେଉ କି ମାନସିକ ହେଉ କଷ୍ଟ ତ ମିଳିଥାଏ , ହେଲେ ସେମାନଙ୍କ ମଧ୍ୟରେ ଫରକ କେବଳ ଏତିକି ଯେ ଶାରୀରିକ ଆଘାତ ଆମକୁ କଷ୍ଟ ଦେଇଥାଏ ଆଉ ମାନସିକ ଆଘାତ ଜଣକୁ ସମ୍ପୂର୍ଣ୍ଣ ରୂପେ ବଦଳେଇ ଦେଇଥାଏ ।*

*🦋ଭଗବାନଙ୍କର ଅଦାଲତରେ ଓକିଲ ଦରକାର ନାହିଁ , ନିରବ ରୁହନ୍ତୁ କର୍ମ କରିଚାଲନ୍ତୁ ସମସ୍ତଙ୍କର ହିସାବ ଚାଲିଛି ।*

*🦋ଘଡି Detergent ଠାରୁ ବି ଅଧିକ ଖରାପ ହୋଇ ଗଲାଣି ଏ Life..! ଲୋକେ ଦରକାର ବେଳେ Use ତ କରୁଛନ୍ତି କିନ୍ତୁ ତା ପରେ ଆଉ ବିଶ୍ୱାସ କରୁ ନାହାନ୍ତି ।*

*🌞ଶୁଭ ସକାଳ🌞*
_*ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେଉ.!*_

*🙏🏻 🔘ଜୟ ଜଗନ୍ନାଥ🔘🙏🏻*

*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ଜୁଲାଇ ମାସ ୧୬ ତାରିଖ ୨୦୨୧ ମସିହା(ଶୁକ୍ରବାର)*
*ଶକାବ୍ଦ -୧୯୪୩*
*ସମ୍ବତ -୨୦୭୮*
*ସାଲ-୧୪୨୮*
*ସମ୍ବତ୍ସର-ରାକ୍ଷସ*
*ଆଷାଢ଼ମାସ-ଶୁକ୍ଳପକ୍ଷ*
*ତିଥି-ଷଷ୍ଠୀ ଦିବା ଘ ୦୬/୦୬ପର୍ଯ୍ୟନ୍ତ ତଦନ୍ତେ ସପ୍ତମୀ*
*ନକ୍ଷତ୍ର- ହସ୍ତା ରାତ୍ରି ଘ ୦୩/୧୮ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା*
*ଚନ୍ଦ୍ର-କନ୍ୟା*
*ଯୋଗ-ପରିଘ*
*କରଣ-ତୈତି ଳ*
*ସୌରମାସ-କର୍କଟ ୦୧ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୨୦/୫୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୨୯*
*✧═════•❁❀❁•═════✧*
*ଯୋଗିନୀ ପଶ୍ଚିମେ ଦିବା ଘ ୦୬/୦୬ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟେ*
*ବୃଷ ରାଶିର ଘାତଚନ୍ଦ୍ର*
*ବିଛା,ଧନୁ ଓ ମୀନ ରାଶିର ଘାତବାର*
*ସପ୍ତମୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳ। ଓ ବାରବେଳ।- ଦିବା ଘ୦୮/୩୪ ଗତେ ଘ୧୧/୫୨ ମଧ୍ୟେ*
✧═════•❁❀❁•═══
*ବିଶୁଦ୍ଧଅମୃତବେଳ। -ଦିବା ଘ୦୬/୫୭ ମଧ୍ୟେ ଓ ଘ୦୭/୪୪ ଗତେ ଘ୦୮/୩୩ ମଧ୍ୟେ*
*ବିଶୁଦ୍ଧ ମହେନ୍ଦ୍ର ବେଳ।- ରାତ୍ର ଘ୧୧/୧୩ ଗତେ ଘ୧୧/୫୮ ମଧ୍ୟେ ଓ ଘ୦୪/୪୭ ଗତେ ଘ୦୫/୧୮ ମଧ୍ୟେ**
*═✧*══•❁❀❁•═════✧
*ଅଦ୍ୟ ତାଳ ଭକ୍ଷଣ ନିଷେଧ* *
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🌷ମେଷ🌹👉 ଆଜି କୌଣସି କାରଣ ରୁ ଆପଣ ଖୁସି ରେ ମାତ୍ରା ଅଧିକ ଭବବିହୋଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।*
*✧═════•❁❀❁•═════✧*
*🌷ବୃଷ 🌹👉: ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ନ ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଅନୁକୂଳ ଅଟେ।*
*✧═════•❁❀❁•═════✧*
*🌷ମିଥୁନ🌹👉 : ଆଜି ଅପଙ୍କୁ ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।*
*✧═════•❁❀❁•═════✧*
*🌷କର୍କଟ🌹👉: ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।*
*✧═════•❁❀❁•═════✧*
*🌷ସିଂହ🌹👉 : ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।*
*✧═════•❁❀❁•═════✧*
*🌷କନ୍ୟା 🌹👉: କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ବଜାୟରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ।*
*✧═════•❁❀❁•═════✧*
*🌷ତୁଳା🌹👉: ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ସମ୍ଭାଳିକରି ଚାଲିବାକୁ ଉପଦେଶ।*
*✧═════•❁❀❁•═════✧*
*🌷ବିଛା 🌹👉: ଆଜିର ଦିନଟି ଏକ ସ୍ମରଣୀୟ ଦିନ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କଠାରୁ ହେବ। କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହବାକୁ ପଡ଼ିପାରେ।*
*✧═════•❁❀❁•═════✧*
*🌷ଧନୁ🌹👉ଆଜି ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ।*
*✧═════•❁❀❁•═════✧*
*🌷ମକର🌹👉 : ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ବ୍ୟୟ ବଢିପାରେ ।ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ।*
*✧═════•❁❀❁•═════✧*
*🌷କୁମ୍ଭ 🌹👉: ଆଜି ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଧନଲାଭ ହୋଇପାରେ।*
*✧═════•❁❀❁•═════✧*
*🌷ମୀନ🌹👉: ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାର ପ୍ରସ୍ତୁକରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ।

ବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଦୂରଯାତ୍ରାର ଯୋଗ ଅଛି।*
*✧═════•❁❀❁•═════✧*

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking