27.1 C
Bhubaneswar
Saturday, December 6, 2025
Homeଓଡିଶାନିର୍ଦ୍ଧାରିତ ସମୟରେ ଉଠିବ ମହାଦୀପ : ମନ୍ତ୍ରୀ

ନିର୍ଦ୍ଧାରିତ ସମୟରେ ଉଠିବ ମହାଦୀପ : ମନ୍ତ୍ରୀ

ଭୁବନେଶ୍ୱର : ଲିଙ୍ଗରାଜ ମନ୍ଦିରରେ  ନିଦ୍ଦାରିତ ସମୟରେ  ଉଠିବ ମହାଦୀପ । ଲିଙ୍ଗରାଜରେ ରାତି ୧୦ଟାରେ ଉଠିବ ମହାଦୀପ । ପ୍ରସ୍ତୁତି ବୈଠକ ପରେ ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ନିର୍ଦ୍ଧାରିତ ସମୟରେ ଉଠିବା ନେଇ  ସେବାୟତ ରାଜି ଅଛନ୍ତି ।  ସେବାୟତଙ୍କ ମନୋମାଳିନ୍ୟର ସମାଧାନ ହୋଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking