ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

ଭୁବନେଶ୍ୱର: ଜାଗର ପାଖେଇ ଆସୁଛି। ଆସନ୍ତା ୨୬ ରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଚଳିତ ବର୍ଷ ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ମହାଦୀପ ଉଠିବ। ପୂର୍ବରୁ ଖୁବ୍‌ଶୀଘ୍ର ଲିଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନ ଆସିବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଥିଲେ। ନୂଆ ଆଇନ ପାଇଁ … Continue reading ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ