27.1 C
Bhubaneswar
Monday, December 8, 2025
Homeଓଡିଶାମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

ଭୁବନେଶ୍ୱର: ଓଡିଶା- ଛତିଶଗଡ ମହାନଦୀ ଜଳବିବାଦ ମାମଲାରେ  ଟ୍ରିବ୍ୟୁନାଲରେ ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଲା ଶୁଣାଣି ।  ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢିଛି ।  ସାମାଧାନ ପାଇଁ  ପକ୍ଷ ରାଜିଥିବା ଏଜି ପୀତାମ୍ବର ଆଚାଯ୍ୟ ଅବଗତ କଲେ । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଚିଠି ଲେଖିଲେ । ମହାନଦୀ ଜଳବିବାଦ ନେଇ ପ୍ରତି ଉତ୍ତର ରଖି ଲେଖିଲେ ଚିଠି । ଆପୋସ ଆଲୋଚନାରେ ସମାଧାନ ନେଇ ମୁଖ୍ୟମନ୍ତ୍ରୀ ଲେଖିଥିଲେ । ଗତ ୨୫ ତାରିଖରେ ଲେଖିଥିବା ଚିଠି ନେଇ ଛତିଶଗଡ ମୁଖ୍ୟମନ୍ତ୍ରୀ ସହମତି ଦେଲେ । ଏହା ବିଚାରଧୀନ ଅଛି ବୋଲି ଚିଠିରେ ସ୍ପଷ୍ଟ କଲେ ମୁଖ୍ୟମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking