31.1 C
Bhubaneswar
Monday, May 6, 2024
Homeବ୍ରେକୀଙ୍ଗମାହାଙ୍ଗା ଡବଲ ମର୍ଡର ଘଟଣାରେ ୪ ଗିରଫ

ମାହାଙ୍ଗା ଡବଲ ମର୍ଡର ଘଟଣାରେ ୪ ଗିରଫ

ଭୁବନେଶ୍ୱର, (ଓଏନଏ): ମାହାଙ୍ଗା ଡବଲ ମର୍ଡର ନେଇ କଟକ ଗ୍ରାମାଂଚଳ ଏସପି ସୂଚନା ପ୍ରଦାନ କରିଛନ୍ତି । ମୁଖ୍ୟ ଅଭିଯୁକ୍ତ ସହ ୪ ଜଣଙ୍କୁ ଗିରଫ କରାଯାଇଛି । ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର ମଧ୍ୟ ଜବତ କରାଯାଇଛି । ତଦନ୍ତ ଚାଲୁ ରହିଛି, ପରବର୍ତ୍ତୀ ଅବସ୍ଥାରେ ଅଧିକ କୁହାଯାଇପାରିବ । ହତ୍ୟାକାଣ୍ଡର କାରଣ କଣ ପଚାରିବାରୁ କିଛି କହିନାହାନ୍ତି ଏସପି । ତଦନ୍ତ ଚାଲୁ ରହିଛି, ଏବେ କିଛି କୁହାଯାଇପାରିବ ନାହିଁ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, 2 ତାରିଖ ରାତିରେ ମାହାଙ୍ଗାର ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ଯାହାକୁ ନେଇ ରାଜନୀତି ଜୋର ଧରିଛି । ଘଟଣାକୁ ନେଇ ଆଇନମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରତାପ ଜେନାଙ୍କ ନାମରେ ମାମଲା ରୁଜୁ ହୋଇଛି ।  

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking