21.1 C
Bhubaneswar
Sunday, December 7, 2025
Homeଓଡିଶାନୀଳକନ୍ଦରରେ ମହାପ୍ରଭୁ : ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢା

ନୀଳକନ୍ଦରରେ ମହାପ୍ରଭୁ : ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢା

ପୁରୀ: ସରିଲା ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରି ବିଜେ । ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢା । ରତ୍ନବେଦୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଆରମ୍ଭ ହେଲାଣି ଭକ୍ତଙ୍କ ଗହଳି ।   ଘୋଷଯାତ୍ରାର ୧୨ ଦିନର ଲୀଳାଖେଳା ପରେ ମହାପ୍ରଭୁ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ରତ୍ନବେଦୀକୁ ଫେରିଛନ୍ତି ।  ରଥଯାତ୍ରା, ସୁନାବେଶ ଓ ଅଧରପଣା ସାରି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଫେରିଛନ୍ତି  । ଆଜିଠୁ ରତ୍ନ ସିଂହାସନରୁ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ଦେବେ ତିନି ଠାକୁର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking