13.1 C
Bhubaneswar
Sunday, December 7, 2025
Homeଓଡିଶାଫେରିବ ମହାପ୍ରଭୁଙ୍କ ଭୂସଂପତ୍ତି: ମନ୍ତ୍ରୀ

ଫେରିବ ମହାପ୍ରଭୁଙ୍କ ଭୂସଂପତ୍ତି: ମନ୍ତ୍ରୀ

ଭୁବନେଶ୍ୱର: ବାକି ଜମିର କାଗଜପତ୍ର ପ୍ରସ୍ତୁତ କରିବାର ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ମହାପ୍ରଭୁଙ୍କର ୫୮ ହଜାର ଏକର ଜମି ରାଜ୍ୟ ଓ ରାଜ୍ୟ ବାହାରେ ଅଛି। ସେଥିମଧ୍ୟରୁ ୩୬ ହଜାରରୁ ୩୭ ହଜାର ଏକର ଜମିର କାଗଜ ପ୍ରସ୍ତୁତ କରିସାରିଛୁ । ବାକି ଜମିର କାଗଜପତ୍ର ପ୍ରସ୍ତୁତ କରିବାର ପ୍ରକ୍ରିୟା ଜାରି ରହିଛି । ସରକାର ବହୁତ ତ୍ୱରିତ ଏହି କାଯ୍ୟ ଆରମ୍ଭ କରିଛନ୍ତି । ମହାପ୍ରଭୁଙ୍କର ଭୂସଂପତ୍ତି ସଠିକ ଆକଳନ ପାଇଁ କାମ ଚାଲିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking