28.1 C
Bhubaneswar
Wednesday, September 16, 2026
Homeଓଡିଶାମହାପ୍ରଭୁଙ୍କ ମୋଦକ ଚୋରି: ଲାଗିହେଲା ମାରା ମୋଦକ

ମହାପ୍ରଭୁଙ୍କ ମୋଦକ ଚୋରି: ଲାଗିହେଲା ମାରା ମୋଦକ

ପୁରୀ: ଶ୍ରୀମନ୍ଦିର ପରିସରରେ ଆଜି ଘଟିଛି ଅଭାବନୀୟ ଘଟଣା। ଶ୍ରୀବିଗ୍ରହଙ୍କ ଲାଗି ଉଦ୍ଦେଶ୍ୟରେ ଆସିଥିବା ମୋଦକ ଚୋରି ହୋଇ ଯାଇଛି। ଲାଗି ପୂର୍ବରୁ ଚୋରି ହୋଇଥିବାରୁ ଏହା ମାରା ହୋଇଥିବା ଏବଂ କିଭଳି ମହାପ୍ରଭୁଙ୍କ ପାଖରେ ଲାଗିହେଲା ସେ ନେଇ ପ୍ରଶ୍ନ କରିଛନ୍ତି ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର ଦାସ ମହାପାତ୍ର। ଏ ନେଇ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନକୁ ଚିଠି ଲେଖି ଅବଗତ କରାଇବା ସହ ମାରା ମୋଦକ କିଭଳି ମହାପ୍ରଭୁଙ୍କୁ ସମର୍ପିତ ହେଲା ତାହାର ତଦନ୍ତ କରି କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking