ତିନି ଘଣ୍ଟା ବିଳମ୍ବରେ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି
ପୁରୀ: ସୁଆର ଓ ମହାସୁଆର ସେବାୟତଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ହୋଇଛି। ଶେଷରେ ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ବାହାରିଛି ଗତକାଲି ରାତିର ଶତାଧିକ ଅଭଡ଼ା କୁଡ଼ୁଆ। କିନ୍ତୁ ବିବାଦ ଯୋଗୁ ମହାପ୍ରଭୁଙ୍କ ନୀତିକାନ୍ତି ତିନି ଘଣ୍ଟା ବିଳମ୍ବରେ ଚାଲିଛି। ଉଲେ୍ଲଖଯୋଗ୍ୟ, ଗତକାଲି ଭିତର କାଠ ନିକଟରେ ରକ୍ତଛିଟା ପଡ଼ିବାରୁ ବଡ଼ ମହାସ୍ନାନ ହୋଇଥିଲା। ବଡ଼ସ୍ନାନ ପରେ ଦ୍ୱିତୀୟ ଭୋଗ ମଣ୍ଡପରେ ସନ୍ଧ୍ୟା ଆଳତି ହୋଇଥିଲା। କିନ୍ତୁ ଆଳତି ହେବାରେ ବିଳମ୍ବ ହେବାରୁ ସୁଆର ଓ ମହାସୁଆର … Continue reading ତିନି ଘଣ୍ଟା ବିଳମ୍ବରେ ଚାଲିଛି ମହାପ୍ରଭୁଙ୍କ ନୀତିକାନ୍ତି
Copy and paste this URL into your WordPress site to embed
Copy and paste this code into your site to embed