ପୁରୀ: ଚନ୍ଦ୍ରଗ୍ରହଣ ପାଇଁ ମହାପ୍ରଭୁଙ୍କର ସ୍ୱତନ୍ତ୍ର ନୀତିକାନ୍ତି ପାଳନ ହେବ । ୧୨ଟା ୫୭ରେ ପାକ ତ୍ୟାଗ, ଦେବନୀତି ନିଷେଧ ହୋଇଛି । ରାତି ୨ଟାରେ ଦ୍ୱାରଫିଟା ନୀତି ପରେ ଅନ୍ୟାନ୍ୟ ନୀତିଲାଗି ରହିଛି ।