ମଝି ଆକାଶରେ ଏୟାର ଇଣ୍ଡିଆ ବିମାନରେ ବଡ଼ ଧରଣର ଯାନ୍ତ୍ରିକ ତ୍ରୁଟି

ନୂଆଦିଲ୍ଲୀ: ସାରଜା ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନରେ ତ୍ରୁଟି ଦେଖାଯାଇଛି । ବିମାନର ହାଇଡ୍ରୋଲିକ୍ ଲାଣ୍ଡିଂ ଗିଅରରେ ତ୍ରୁଟି ଦେଖାଦେଇଛି । ଏବେ ବିମାନଟି ବେଲି ଲାଣ୍ଡିଂ ପାଇଁ ପ୍ରସ୍ତୁତ ହେଉଛି । ସୂଚନା ଅନୁଯାୟୀ, ଶାରଜା ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ତାମିଲନାଡୁର ତ୍ରିଚି ସହର ଉପରେ ପାଖାପାଖି ଗତ ୨ ଘଣ୍ଟା ଧରି ଘୂରି ବୁଲୁଛି। ଇନ୍ଧନ ଶେଷ କରିବାକୁ ବିମାନଟି ଏପରି କରୁଛି । ଫଳରେ ଲାଣ୍ଡିଂ … Continue reading ମଝି ଆକାଶରେ ଏୟାର ଇଣ୍ଡିଆ ବିମାନରେ ବଡ଼ ଧରଣର ଯାନ୍ତ୍ରିକ ତ୍ରୁଟି