18.1 C
Bhubaneswar
Monday, February 2, 2026
Homeଦେଶ ବିଦେଶଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କଲେ ମମତା

ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କଲେ ମମତା

କୋଲକତା: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଅଜିତ ପାୱାରଙ୍କ ଆକସ୍ମିକ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ ଏବଂ ସ୍ତବ୍ଧ ବୋଲି ପ୍ରକାଶ କରିଛନ୍ତି । ପାୱାର ପରିବାରକୁ ସମବେଦନା ଜଣାଇବା ସହ ବିମାନ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି । ଘଟଣାର ଉପଯୁକ୍ତ ତଦନ୍ତ ଆବଶ୍ୟକ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ଆଜି ସକାଳ ୮ଟା ସମୟରେ ପାୱାରଙ୍କ ବିମାନ ସକାଳ ୮ଟା ସମୟରେ ମୁମ୍ବାଇରୁ ଉଡାଣ ଆରମ୍ଭ କରିଥିଲା । ୮ଟା ୪୫ ମିନିଟ୍‌ରେ ଅବତରଣ କରିବା ସମୟରେ ଖସି ପଡିଥିଲା ବିମାନ । ଏହି ଗୁରୁତର ଦୁର୍ଘଟଣାରେ ପାୱାର ଏବଂ ବିମାନର ପାଇଲଟ ଏବଂ ତାଙ୍କ ସୁରକ୍ଷା କର୍ମୀଙ୍କ ସମେତ ଅନ୍ୟ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ସମେତ ୫ ମୃତ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking