29.1 C
Bhubaneswar
Friday, May 17, 2024
Homeଓଡିଶାନଦୀ ପାର୍‌ ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଯୁବକ

ନଦୀ ପାର୍‌ ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଯୁବକ

ଗଜପତି : ନଦୀ ପାର୍‌ ହେବା ବେଳେ ଭାସିଗଲେ ଯୁବକ। ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ସଇଲଡା ଗାଁରେ ଏହି ଅଘଟଣ ଘଟିଛି। ନିଖୋଜ ଯୁବକ ସଇଲଡା ଗାଁର ଜି.ରାମୁ। ଗତକାଲି ସେ ମହେନ୍ଦ୍ର ତନୟା ନଦୀ ପାର୍‌ ହେଉଥିବାବେଳେ ପାଣି ସ୍ରୋତରେ ଭାସି ଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଏପଟେ ଜିଲ୍ଲାରେ ପଡିଛି ବାତ୍ୟା ଗୁଲାବ ପ୍ରଭାବ। ବର୍ଷା ସହ ଜୋରରେ ପବନ ବୋହୁଛି। କିଛି ସ୍ଥାନରେ ଗଛ ଉପୁଡି ଘର ଉପରେ ପଡିଛି। ରାସ୍ତା ଉପରେ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡିବାରୁ ଯାତାୟତ ବାଧାପ୍ରାପ୍ତ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking