29.1 C
Bhubaneswar
Monday, March 23, 2026
Homeଓଡିଶାଛତୁଆ ବଦଳରେ ଦିଆଯିବ ମାଣ୍ଡିଆ : ପ୍ରଭାତୀ ପରିଡା

ଛତୁଆ ବଦଳରେ ଦିଆଯିବ ମାଣ୍ଡିଆ : ପ୍ରଭାତୀ ପରିଡା

ଭୁବନେଶ୍ୱର : ଛତୁଆ ବଦଳରେ ଦିଆଯିବ ମାଣ୍ଡିଆ ।  ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ। ଖରାପମାନର ଛତୁଆକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ଉଦ୍‌ବେଗ ପ୍ରକାଶ କରି କହିଛନ୍ତି, ଛତୁଆ ବଦଳରେ ଏବେ ମାଣ୍ଡିଆ ଦେବା ପାଇଁ ବିଭାଗ ଚିନ୍ତା କରୁଛନ୍ତି । ସବୁଆଡେ ଛତୁଆ ନୁହେଁ ଆଞ୍ଚଳିକତା ଅନୁଯାୟୀ ପିଲାଙ୍କୁ ଖାଦ୍ୟ ଦିଆଯିବ। ଏହାସହ ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି, ଆଗକୁ କେଳେଙ୍କାରୀ ହେବନି। ପୁଷ୍ଟିକର ଛତୁଆ ପ୍ରସ୍ତୁତ ପାଇଁ କନ୍‌କ୍ଲେଭ ହେବ, ଅନୁଭବୀ ନିଷ୍ପତ୍ତି ନେବେ। ଅପପୁଷ୍ଟି ମୁକ୍ତ ଓଡିଶା ଗଠନ କରିବାକୁ ବିଭାଗ ପ୍ରତିଶ୍ରୁତିବଦ୍ଧ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

 

 

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking