ଗିରଫ ପରେ ୫ଦିନ ପାଇଁ ସିବିଆଇ ରିମାଣ୍ଡକୁ ଗଲେ ମନୀଷ ସିସୋଦିଆ

ନୂଆଦିଲ୍ଲୀ: ରବିବାର ଦିଲ୍ଲୀର ଅବକାରୀ ନୀତି ଦୁର୍ନୀତି ମାମଲାରେ ପାଖାପାଖି ୮ ଘଣ୍ଟା ପଚରାଉଚରା ପରେ ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଥିଲା। ଆଜି ତାଙ୍କୁ ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିବା ବେଳେ କୋର୍ଟ ତାଙ୍କୁ ୫ଦିନ ପାଇଁ ସିବିଆଇ ରିମାଣ୍ଡକୁ ପଠାଇଛନ୍ତି। ଏବେ ସେ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ସିବିଆଇ ରିମାଣ୍ଡରେ ରହିବେ। ମନୀଷ ସିସୋଦିଆଙ୍କୁ ତଦନ୍ତକାରୀ ସଂସ୍ଥା ୫ଦିନ ରିମାଣ୍ଡରେ ନେବା ପାଇଁ ଅନୁମତି ମାଗିଥିବା ବେଳେ କୋର୍ଟ … Continue reading ଗିରଫ ପରେ ୫ଦିନ ପାଇଁ ସିବିଆଇ ରିମାଣ୍ଡକୁ ଗଲେ ମନୀଷ ସିସୋଦିଆ