27.1 C
Bhubaneswar
Saturday, July 6, 2024
Homeଓଡିଶାପୁଣି ରାଜ୍ୟ ବିଜେପିର ସଭାପତି ହେଲେ ମନମୋହନ ସାମଲ

ପୁଣି ରାଜ୍ୟ ବିଜେପିର ସଭାପତି ହେଲେ ମନମୋହନ ସାମଲ

ଭୁବନେଶ୍ୱର : ବଦଳିଲେ ରାଜ୍ୟ ବିଜେପି ମୁଖିଆ । ନୁଆ ବିଜେପି ରାଜ୍ୟ ସଭାପତି ହେଲେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ । ମନମୋହନଙ୍କୁ ନିଯୁକ୍ତି ଦେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସମୀର ମହାନ୍ତିଙ୍କ ସ୍ଥାନ ନେଲେ ମନମୋହନ ସାମଲ । ମନମୋହନ ପୂର୍ବରୁ ମଧ୍ୟ ରାଜ୍ୟ ବିଜେପି ସଭାପତି ଦାୟିତ୍ୱ ତୁଲାଇ ଥିଲେ । ରାଜ୍ୟରେ ମେଣ୍ଟ ସରକାର ବେଳେ ମନ୍ତ୍ରୀ ଥିଲେ ମନମୋହନ ।

ରାହୁଲ ଗାନ୍ଧି ଦୋଷୀ ସାବ୍ୟସ୍ତ ପରେ ମିଳିଲା ଜାମିନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking