19.1 C
Bhubaneswar
Sunday, November 24, 2024
Homeଦେଶ ବିଦେଶଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ଏମ୍ସରେ ଭର୍ତ୍ତି ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ

ନୂଆଦିଲ୍ଲୀ : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼.ମନମୋହନ ସିଂହଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ମନମୋହନ ସିଂହଙ୍କୁ ରବିବାର ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ରବିବାର ରାତିରେ ହିଁ ଦିଲ୍ଲୀ ଏମ୍ସକୁ ଅଣାଯାଇଛି। ଏମ୍ସରେ ତାଙ୍କୁ କୋରଡିୟୋ ଥେରୋସିକ ୱାର୍ଡରେ ଭର୍ତ୍ତି କରି ଚିକିତ୍ସା ଚାଲିଛି।
https://onakhabar.com/2020/05/10/aligation-against-chin/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking