24.1 C
Bhubaneswar
Sunday, December 7, 2025
Homeଦେଶ ବିଦେଶଦିଲ୍ଲୀ ଗସ୍ତରେ ମନମୋହନ ସାମଲ

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ

ନୂଆଦିଲ୍ଲୀ: ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିପାରନ୍ତି ସଭାପତି । ଉପରାଷ୍ଟ୍ରପତି ନିର୍ୱାଚନ ନେଇ ସାଂସଦଙ୍କ ସହ କରିପାରନ୍ତି  ଆଲୋଚନା ।  କାଲି ଦିଲ୍ଲୀରେ ଏନଡିଏ ସାଂସଦଙ୍କ ସହ ବୈଠକ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking