ଭୁବନେଶ୍ୱର: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ମନମୋହନ ସାମଲ । ସେପରି ବିଜେପିର ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ସୁଜିତ କୁମାର । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଛନ୍ତି । ସ୍ୱାଧୀନ ପ୍ରାର୍ଥୀ ଭାବେ ଦିଲ୍ଲୀପ ରାୟ ମଧ୍ୟ ନାମାଙ୍କନ ଭରିଛନ୍ତି । କିଛି ସମୟ ପୂର୍ବରୁ ବିଜେଡିରୁ ତୃତୀୟ ପ୍ରାର୍ଥୀ ବାବେ ସଂତୃପ୍ତ ମିଶ୍ର ଏବଂ କମନ କ୍ୟାଣ୍ଡିଡେଟ ଭାବେ ଡାକ୍ତର ଦତ୍ତେଶ୍ୱର ହୋତା ନାମାଙ୍କ ଦାଖଲ କରିସାରିଛନ୍ତି ।










