34.1 C
Bhubaneswar
Friday, April 24, 2026
Homeଓଡିଶାମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ନିଯୁକ୍ତ

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ ନିଯୁକ୍ତ

ଭୁବନେଶ୍ୱର : କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ଶ୍ରୀ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ଶ୍ରୀ ପି କେ ଜେନା ଜୁନ ୩୦ ତାରିଖରେ ଅବସର ଗ୍ରହଣ କରିବା ପରେ ଶ୍ରୀ ଆହୁଜା ଦାୟିତ୍ଵ ଗ୍ରହଣ କରିବେ। ଏହା ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିବେ।

୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍ ମନୋଜ ଆହୁଜା । ନିକଟରେ କେନ୍ଦ୍ରିୟ ଡେପଟେସନରୁ ଫେରିଥିଲେ ମନୋଜ । ମନୋଜ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ । ମନୋଜ ଆହୁଜାଙ୍କ ନିଯୁକ୍ତି ସହ ପ୍ରଦୀପ ଜେନାଙ୍କୁ ଅବସର ଦିଆଯାଇଛି । ପ୍ରଦୀପ ଜେନାଙ୍କୁ ସରକାରୀ ଚାକିରୀରୁ ଅବସର ଦେଲେ ସରକାର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking