ମନୋଜ ବାଜପେୟୀଙ୍କ ଟ୍ବିଟର ଆକାଉଣ୍ଟ ହ୍ୟାକ୍‌

ମୁମ୍ବାଇ: ବଲିଉଡର ଅନ୍ୟତମ ଶ୍ରେଷ୍ଠ ଅଭିନେତା ମନୋଜ ବାଜପେୟୀଙ୍କ ଟ୍ବିଟର୍‌ ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ଏନେଇ ଅଭିନେତା ନିଜେ ସୂଚନା ଦେଇଛନ୍ତି। ଇନଷ୍ଟାଗ୍ରାମରେ ଏକ ଷ୍ଟୋରୀ ଶେୟାର କରି ସେ ପ୍ରଶଂସକମାନଙ୍କୁ ସୂଚନା ଦେଇଛନ୍ତି ଯେ, ତାଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି। ଏଥିସହ ସେ ତାଙ୍କର ସମସ୍ତ ପ୍ରଶଂସକଙ୍କୁ ଏହି ଆକାଉଣ୍ଟ ସହିତ କୌଣସି ପ୍ରକାରର ସମ୍ପର୍କରୁ ଦୂରେଇ ରହିବାକୁ ଅନୁରୋଧ କରିଛନ୍ତି। ମନୋଜ ବାଜପେୟୀ ଶୁକ୍ରବାର ସକାଳେ ନିଜ ଇନ୍‌ଷ୍ଟାଗ୍ରାମ ଷ୍ଟୋରୀରେ ଲେଖିଛନ୍ତି, ‘‘ମୋ … Continue reading ମନୋଜ ବାଜପେୟୀଙ୍କ ଟ୍ବିଟର ଆକାଉଣ୍ଟ ହ୍ୟାକ୍‌