19.1 C
Bhubaneswar
Saturday, February 7, 2026
Homeଓଡିଶାମାଓ ସଂଗଠନ: ଟେକନିକାଲ କମାଣ୍ଡରର ଆତ୍ମସମର୍ପଣ

ମାଓ ସଂଗଠନ: ଟେକନିକାଲ କମାଣ୍ଡରର ଆତ୍ମସମର୍ପଣ

ମାଲକାନଗିରି :ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ଲଗାତାର ଅପରେସନ ଚାଲିଥିବାରୁ ନକ୍ସଲ ଏବେ ଭୟଭିତ ହୋଇ ଆତ୍ମସମର୍ପଣ କରିବାକୁ ଲାଗିଛନ୍ତି। ଏହି କ୍ରମରେ ଆଜି ପୁଣି ଜଣେ ମାଓ କମାଣ୍ଡର ପୁଲିସ ନିକଟରେ ଆତ୍ମସମର୍ପଣ କରିଛି। କୋଣ୍ଡାଗାଓଁ ଜିଲ୍ଲା ପୁଲିସ ନିକଟରେ ମାଓ ସଂଗଠନର ଟେକନିକାଲ କମାଣ୍ଡର ଗିଞ୍ଜୁର ରାମ ଉସେଣ୍ଡି ଓରଫ କମଲଦାସ ଉସେଣ୍ଡି  ଆତ୍ମସମର୍ପଣ କରିଛି। କମଲଦାସ ଉସେଣ୍ଡି ନାମରେ ସରକାର ୫ ଲକ୍ଷ ଟଂକାର ପୁରସ୍କାର ରାଶି ଘୋଷଣା କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking