32.1 C
Bhubaneswar
Saturday, September 28, 2024
Homeଓଡିଶା୨୦୨୬ ମାର୍ଚ୍ଚ ସୁଦ୍ଧା ଶେଷ ହେବ ମାଓ ଲଢ଼େଇ :ମୁଖ୍ୟମନ୍ତ୍ରୀ

୨୦୨୬ ମାର୍ଚ୍ଚ ସୁଦ୍ଧା ଶେଷ ହେବ ମାଓ ଲଢ଼େଇ :ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ମାଓ ହିଂସାର ଶିକାର ହୋଇଆସୁଥିଲା । ତେଣୁ ବର୍ତ୍ତମାନ ମାଓ ଅଭିଯାନ ଜୋରଦାର ହେବା ସହ ମାଓବାଦୀଙ୍କୁ ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି । ମାଓ ଦମନ ପାଇଁ ଯାହା ଦରକାର ଯୋଗାଇ ଦିଆଯିବ । ପୋଲିସ ଓ କେନ୍ଦ୍ରୀୟ ସୁରକ୍ଷା ବଳ ଯୋଗୁଁ ସ୍ଥିତି ସୁଧୁରିଛି । ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓ ଲଢ଼େଇ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଅନ୍ୟପଟେ ଓଡ଼ିଶା ପୋଲିସକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଛନ୍ତି । ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ନେଇ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ । ଲୋକଙ୍କୁ ସରକାରୀ ଯୋଜନାର ସୁଫଳ କେମିତି ସହଜରେ ପହଞ୍ଚିବ ସେନେଇ ଆଲୋଚନା ହୋଇଛି । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିବା ସହ ଅପରାଧ କମାଇବା ଉପରେ ଏସପିମାନଙ୍କୁ ଗୁରୁମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିସହ ଥାନାକୁ ଅଭିଯୋଗ ନେଇ ଆସୁଥିବା ଲୋକଙ୍କୁ ଉତ୍ତମ ବ୍ୟବହାର ଦେବା ନେଇ ଗୁରୁତ୍ଵ ଦେବାକୁ ଦେବେ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନରେ ଜିଲ୍ଲାପାଳ, ଏସ୍‌ପି ସମ୍ମିଳନୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking