29.1 C
Bhubaneswar
Saturday, July 27, 2024
Homeଓଡିଶା୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମାଲକାନଗିରି ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲାରେ ଘଟିଛି ଏହି ହିଂସାକାଣ୍ଡ । ମୃତକ ମାନେ ହେଲେ ପାମେଡ ଥାନା ଅନ୍ତର୍ଗତ କାୟର ଦୁଲେଡ ଗ୍ରାମର ସୋଡି ହୁଙ୍ଗା ଓ ମାଡବି ନନ୍ଦା । ନକ୍ସଲ ପନ୍ଥିଙ୍କ ପାମେଡ ଏରିଆ କମିଟି ଏହି ହତ୍ୟା କାଣ୍ଡ ଘଟାଇଥିବା ନେଇ ପୋଷ୍ଟରରେ ଉଲ୍ଲେଖ ରହିଛି । ଘଟଣା ସମ୍ପର୍କରେ ଅଧିକ ଛାନବିନ କରୁଛି ସୁକମା ପୋଲିସ । ମାଓବାଦୀଙ୍କ ଏମିତି କାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking