39.1 C
Bhubaneswar
Friday, April 26, 2024
Homeଅପରାଧପୁଣି ମାତିଲେ ମାଓବାଦୀ, ପ୍ରଜାକୋର୍ଟରେ ଦେଲେ ମୃତ୍ୟୁଦଣ୍ଡ

ପୁଣି ମାତିଲେ ମାଓବାଦୀ, ପ୍ରଜାକୋର୍ଟରେ ଦେଲେ ମୃତ୍ୟୁଦଣ୍ଡ

ମାଲକାନିଗିରି : ମାଲକାନିଗିରି ପୁଣି ମାତିଲେ ମାଓବାଦୀ । ପ୍ରଜାକୋର୍ଟରେ ଦେଲେ ମୃତ୍ୟୁଦଣ୍ଡ । ମାଲକାନିଗିରି ଜିଲ୍ଲା ମହୁପଦର କେରିମିଟି ଗାଁରେ ପ୍ରଜାକୋର୍ଟରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଆନନ୍ଦ । ଗତ ଗୁରୁବାର ଆନନ୍ଦଙ୍କୁ ଘରୁ ଡାକି ନେଇଥିଲେ ମାଓବାଦୀ । ଶୁକ୍ରବାର ନିସ୍ତୁକ ମାଡ ମାରିବା ସହ ଶନିବାର ପ୍ରଜାକୋର୍ଟରେ ମୃତ୍ୟୁଦଣ୍ଡ ଦେଇଥିଲେ । ହତ୍ୟା ପରେ ମୃତଦେହକୁ ଜାଳିଦେଇଥିବା ଜଣାପଡିଛି । ଘଟଣା ସମ୍ପର୍କରେ ଜାଣିବା ପରେ ତଦନ୍ତ କରୁଛି ପୋଲିସ।

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking