14.1 C
Bhubaneswar
Monday, December 8, 2025
Homeଓଡିଶାକୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା-ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା। ଖୋର୍ଦ୍ଧା-ଅବକାରୀ ବିଭାଗର ଚଣ୍ଡେଶ୍ବର ଛକ ନିକଟରେ ଚଢ଼ାଉ କରାଯାଇ ୧୦ କୁଇଣ୍ଟାଲ ୫୦କେଜି ଗଞ୍ଜେଇ ସହ ପିକଅପ୍‌ ଜବତ ହୋଇଥିବାବେଳେ ଜଣେ ଗିରଫ ହୋଇଛନ୍ତି। ସେ ହେଲେ ଖୋର୍ଦ୍ଧା ଗୁଡୁମ ଅଞ୍ଚଳର ପ୍ରିୟରଞ୍ଜନ ପଣ୍ଡା। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟିରୁ ଅଧିକ। ଗଜପତିରୁ ପୁରୀକୁ ଏହି ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ସୂଚନା ଦେଇଛନ୍ତି ଅବକାରୀ ଏସ୍‌ପି ସୁମତି ତ୍ରିପାଠୀ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking