18.1 C
Bhubaneswar
Wednesday, February 4, 2026
Homeଓଡିଶାବିମାନ ବନ୍ଦରରୁ ୪ କୋଟି ଟଙ୍କାର ଗଞ୍ଜେଇ ଜବତ

ବିମାନ ବନ୍ଦରରୁ ୪ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆଜି ପୁଣି ୪ କୋଟି ଟଙ୍କାର ବିଦେଶୀ ଗଞ୍ଜେଇ ଜବତ ହୋଇଛି ।ଏହି ମାମଲାରେ ପ୍ରେମୀ ଯୁଗଳଙ୍କୁ ଅଟକ ରଖି ପଚରାଉଚରା କରିବା ପରେ ଉଭୟଙ୍କୁ ଗିରଫ କରିଛି କଷ୍ଟମ ବିଭାଗ। ଦୁହେଁ ବ୍ୟାଙ୍କକରୁ ଭୁବନେଶ୍ୱର ଆଣୁଥିଲେ ମାରିଜୁଆନା। ସୂଚନାଯୋଗ୍ୟ, ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ  ଚଳିତ ମାସ ୮କୋଟି ଟଙ୍କାର ବିଦେଶୀ ଗଞ୍ଜେଇ(ମାରିଜୁଆନା) ଜବତ ହୋଇଥିଲା। ଥାଇଲାଣ୍ଡରୁ ଇଣ୍ଡିଗୋ ବିମାନରେ ଆସୁଥିବା ବେଳେ ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ(ଡିଆର୍‌ଆଇ) ହାବୁଡ଼ରେ ଏହି ଚୋରାଚାଲାଣ ଧରାପଡ଼ିଥିଲା। ଏହି ଚଢ଼ଉରେ ଗୁଜୁରାଟ ଅହମ୍ମଦାବାଦର ଜଣେ ଯୁବକଙ୍କୁ ଅଟକ ରଖାଯାଇଥିଲା। ଏହି ଘଟଣାର ଦୁଇଦିନ ପୂର୍ବରୁ ବିମାନବନ୍ଦରରୁ ୩୦ କୋଟିର ମାରିଜୁଆନା ଜବତ କରିଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking