ଦିଲ୍ଲୀ ଲାଲକିଲ୍ଲା ନିକଟରେ ଭୟଙ୍କର ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି, ୩୦ରୁ ଅଧିକ ଆହତ
ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀରୁ ବଡ଼ ଖବର ସାମ୍ନାକୁ ଆସୁଛି। ଲାଲକିଲ୍ଲା ମେଟ୍ରୋ ଷ୍ଟେସନର ଗେଟ୍ ନମ୍ବର 1 ନିକଟରେ ଏକ କାରରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଥିବା ବେଳେ ଆହତଙ୍କ ସଂଖ୍ୟା ୩୦ ଛୁଇଁଛି। ଆହତଙ୍କ ମଧ୍ୟରେ ବି ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ଘଟଣାସ୍ଥଳରେ NIA, NSG ଟିମ୍ ର ତନାଘନା ଜାରି ରହିଛି। ଏହି ଭୟଙ୍କର ବିସ୍ଫୋରଣ ପରେ ଦିଲ୍ଲୀ ସମେତ ସମଗ୍ର NCR ଏବଂ … Continue reading ଦିଲ୍ଲୀ ଲାଲକିଲ୍ଲା ନିକଟରେ ଭୟଙ୍କର ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି, ୩୦ରୁ ଅଧିକ ଆହତ
Copy and paste this URL into your WordPress site to embed
Copy and paste this code into your site to embed