32.1 C
Bhubaneswar
Saturday, September 21, 2024
Homeଦେଶ ବିଦେଶବାଣ କାରଖାନାରେ ବଡ ଧରଣର ବିସ୍ଫୋରଣ: ୨୩ ମୃତ

ବାଣ କାରଖାନାରେ ବଡ ଧରଣର ବିସ୍ଫୋରଣ: ୨୩ ମୃତ

ଥାଇଲ୍ୟାଣ୍ଡ : ମଧ୍ୟ ଥାଇଲ୍ୟାଣ୍ଡର ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ୨୩ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଆଗକୁ ଆହୁରି ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି। କିଛି ଉଦ୍ଧାର କର୍ମୀ ମାନେ ବିସ୍ଫୋରଣ ସ୍ଥଳର କିଛି ଫଟୋ ସେୟାର କରିଛନ୍ତି। ଯେଉଁଥିରେ ଘଟଣାସ୍ଥଳଟି ସମ୍ପୂର୍ଣ୍ଣ ଜଳି ପୋଡି ପାଉଁଶ ହୋଇଯାଇଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ୟ୍ୟନ୍ତ ବିସ୍ଫୋରଣର କାରଣ ଜଣାପଡିନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking