28.1 C
Bhubaneswar
Thursday, September 24, 2026
Homeଓଡିଶାଭୁବନେଶ୍ୱରର ଟେଣ୍ଟ ହାଉସରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱରର ଟେଣ୍ଟ ହାଉସରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଗତକାଲି ରାତିରେ ଭୁବନେଶ୍ୱର ସ୍ଥିତ ପାଇକପୁର ଅଞ୍ଚଳରେ ଥିବା ଏକ ଟେକ ଟେଣ୍ଟ ହାଉସର ଷ୍ଟୋର ରୁମରେ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ଟେଣ୍ଟ ହାଉସର ଷ୍ଟୋର ରୁମରେ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ଟେଣ୍ଟ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଉକ୍ତ ଷ୍ଟୋର ରୁମରେ କୌଣସି କାରଣବଶତଃ ହଠାତ ନିଆଁ ଲାଗିଯାଇଥିଲା । ସ୍ଥାନୀୟ ଲୋକେ ଭିତରୁ ଧୂଆଁ ବାହାରୁଥିବାର ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking