ଦୁବାଇ: ଚାମ୍ପିଅନ୍ସ ଟ୍ରଫିରେ ଆଜି ହାଇଭୋଲଟେଜ ମ୍ୟାଚ୍ । ଦୁବାଇରେ ଭାରତ ଓ ପାକିସ୍ତାନ ମଧ୍ୟରେ ଟକ୍କର । ମୁହାଁମୁହିଁ ହେବେ ଦୁଇ ଚୀର ପ୍ରତିଦ୍ୱନ୍ଦୀ । ମ୍ୟାଚ୍ ଜିତି ସେମିଫାଇନାଲ୍ ସ୍ଥାନ ପକ୍କା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ । ପାକିସ୍ତାନ ପାଇଁ କର ବା ମର ସ୍ଥିତି । ମ୍ୟାଚ୍କୁ ନେଇ ପ୍ୟାନ୍ସଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ।










