ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ଫିଲପ୍‌ ବିଜ୍ଞପ୍ତି

ଭୁବନେଶ୍ୱର: ପ୍ରତ୍ୟାହାର ହେବ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ବିଜ୍ଞପ୍ତି। ପ୍ରତ୍ୟାହାର ପାଇଁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଥିଲା ବିଜ୍ଞପ୍ତି। ଯାହାକୁ ନେଇ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଅସନ୍ତୁଷ୍ଟ ଥିଲେ।

LEAVE A REPLY

Please enter your comment!
Please enter your name here