ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସ୍ଇ) ପକ୍ଷରୁ ଆୟୋଜିତ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଆସନ୍ତା ୨୦ ତାରିଖ ଠାରୁ ଆରମ୍ଭ ହେବ। ପରୀକ୍ଷା କେନ୍ଦ୍ରରେ କେଉଁ କେଉଁ ସ୍କୁଲର ସେଣ୍ଟର ପଡ଼ିଛି, ସେଠାରେ କେତେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କେନ୍ଦ୍ର ପାଇଁ କେଉଁ ବିଷୟରେ କେତେ ପ୍ରଶ୍ନପତ୍ର ଆବଶ୍ୟକ ରହିଛି, କେନ୍ଦ୍ରରେ କେତେଜେଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ତାର ତଥ୍ୟ ରହିଛି।