କଟକ :ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ଫ୍ୱାଟରମାର୍କ । କେଉଁ ପରୀକ୍ଷାର୍ଥୀଙ୍କର ସେହି ପ୍ରଶ୍ନପତ୍ର ତାହା ଜଣାପଡିବ । କେଉଁ ସେଣ୍ଟରର , କେଉଁ ହଲର ତାହା ମଧ୍ୟ ଜଣାପଡିବ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ଏଭଳି ପଦକ୍ଷେପ ନିଆଯାଇଛି । ଚଳିତ ବର୍ଷ ଠାରୁ ଏହା ଲାଗୁ କରାଯିବ । ମୋବାଇଲ କ୍ୟାମେରା କିମ୍ବା ସ୍କାନରରେ ଫଟୋ ଉଠିଲେ ସେହି ୱାଟର ମାର୍କ ଆସିଯିବ । କେଉଁ ପରୀକ୍ଷାର୍ଥୀଙ୍କର ସେହି ପ୍ରଶ୍ନପତ୍ର ତାହା ଜଣାପଡିବ ।