29.1 C
Bhubaneswar
Wednesday, May 1, 2024
Homeଓଡିଶାଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜେଲ୍ଟ

ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜେଲ୍ଟ

ଭୁବନେଶ୍ୱର : ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜେଲ୍ଟ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଏ ନେଇ ସୂଚନା ଦିଆଯାଇଛି । ରେଜେଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ  ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଅଫଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ । ମାଟ୍ରିକ୍‌ ପରୀକ୍ଷା ଏପ୍ରିଲ ୨୯ରୁ ମେ’ ୭ ତାରିଖ ଯାଏ ଚାଲିଥିଲା । ତେବେ ବହୁସଂଖ୍ୟାରେ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ରହିବା ନେଇ ବିବାଦ ଦେଖାଦେଇଥିଲା । ଏହାର ସମୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛି ଗଣଶିକ୍ଷା ବିଭାଗ ।

+୨ ଦ୍ୱିତୀୟ ବର୍ଷ ପରୀକ୍ଷା ପୂର୍ବରୁ ହେବ ପ୍ରି-ଏକ୍‌ଜାମ୍‌: ୬ମାସ ପୂର୍ବରୁ ୩୦୦ ମାର୍କର ପରୀକ୍ଷା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking