ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜେଲ୍ଟ

ଭୁବନେଶ୍ୱର : ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜେଲ୍ଟ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଏ ନେଇ ସୂଚନା ଦିଆଯାଇଛି । ରେଜେଲ୍ଟ ନେଇ ବୋର୍ଡ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ  ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଅଫଲାଇନ୍‌ ମାଧ୍ୟମରେ ଛାତ୍ରଛାତ୍ରୀ ମାନେ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ । ମାଟ୍ରିକ୍‌ ପରୀକ୍ଷା ଏପ୍ରିଲ … Continue reading ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ୍ ରେଜେଲ୍ଟ