ପ୍ରକାଶ ପାଇଲା ମାଟ୍ରିକ ରେଜେଲ୍ଟ

ଭୁବନେଶ୍ୱର :  ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ରେଜଲ୍ଟ । ଚଳିତ ବର୍ଷ ପାସ୍‌ ହାର ୯୬.୦୭ ପ୍ରତିଶତ ରହିଛି । ତେବେ ପୁଅଙ୍କ ଅପେକ୍ଷା ଚଳିତ ବର୍ଷ ଝିଅଙ୍କ ପାସ୍‌ ହାର ଅଧିକ ରହିଛି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ବୋର୍ଡ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁସାରେ, ଚଳିତ ବର୍ଷ ପ୍ରକାଶ ପାଇଥିବା ରେଜଲ୍ଟରେ ଝିଅଙ୍କ ପାସ୍ ହାର ୯୬.୭୩% ରହିଥିବା … Continue reading ପ୍ରକାଶ ପାଇଲା ମାଟ୍ରିକ ରେଜେଲ୍ଟ