27.1 C
Bhubaneswar
Tuesday, May 7, 2024
Homeଓଡିଶାଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ

ଆସନ୍ତାକାଲି ପ୍ରକାଶ ପାଇବ ଏବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳ | କଟକ ବୋର୍ଡ କାର୍ଯ୍ୟାଳୟରେ ଅପରାହ୍‌ଣ ୪ଟାରେ ପ୍ରକାଶ ପାଇବ ଫଳ | ସଂଧ୍ୟା ୬ଟାରୁ ୨ଟି ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ପରୀକ୍ଷା ଫଳ | bseodisha.ac.in ଓ bseodisha.nic.in ରେ ମିଳିବ ଫଳ|SMS ମାଧ୍ୟମରେ ବି ପରୀକ୍ଷାଫଳ ପାଇପାରିବେ ପରୀକ୍ଷାର୍ଥୀ OR01 <Space> Roll No ଲେଖି 5676750 କୁ SMS ପଠାଇବାକୁ ହେବ | ତେବେ ଇଣ୍ଟରନେଟ ସୁବିଧା ନଥିଲେ ଛାତ୍ରଛାତ୍ରୀମାନେ ମୋବାଇଲ ଏସଏମଏସରେ ବି ରେଜଲ୍ଟ ଦେଖିପାରିବେ । ନିଜ ରୋଲ ନମ୍ବର ସହ ୫୬୭୬୭୫୦ରେ ଏସଏମଏସ କରି ରେଜଲ୍ଟ ଜାଣିପାରିବେ । ଜୁନ ଶେଷ ସପ୍ତାହ ସୁଦ୍ଧା ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ ବୋଲି କିଛିଦିନ ପୂର୍ବେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ମାଟ୍ରିକ୍‌ ରେଜଲ୍ଟ ବାହାରିବା ନେଇ ସେ କହିଥିଲେ, ମାଟ୍ରିକ ମୂଲ୍ୟାୟନ କାର୍ଯ୍ୟ ସଠିକ୍ ଭାବେ କରାଯାଉଛି। ନିର୍ଦ୍ଧାରିତ ସମୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯାଉଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking