30.1 C
Bhubaneswar
Tuesday, April 28, 2026
Homeଓଡିଶାପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ଭୁବନେଶ୍ୱର: ଶନିବାର ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ ପ୍ରକାଶ ପାଇଛି । ଏଥିରେ ପାସ ହାର ୫୬.୨୩ ପ୍ରତିଶତ ରହିଛି । ଚଳିତ ବର୍ଷ ମୋଟ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩ ଛାତ୍ରଛାତ୍ରୀ ପାସ୍ କରିଥିଲେ । ୧୭ ହଜାର ୩୮୪ ଛାତ୍ରଛାତ୍ରୀ ଫେଲ୍ ହୋଇଥିଲେ। ସେମାନଙ୍କ ମଧ୍ୟରୁ ହାଇସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ୯୮ ଟି ପରୀକ୍ଷା କେନ୍ଦ୍ରରେ ୩୨୩୨ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ରାଜ୍ୟ ମୁକ୍ତ ବିଦ୍ୟାଳୟ ବା ଓପନ ସ୍କୁଲ ପରୀକ୍ଷା ୧୦୩ ଟି କେନ୍ଦ୍ରରେ ୧୦ ହଜାର ୮୦୯ ଜଣ ପରୀକ୍ଷାର୍ଥୀ ଦେଇଛନ୍ତି। ଜୁଲାଇ ୧ରୁ ୧୦ ତାରିଖ ପର୍ୟ୍ୟନ୍ତ ସପ୍ଲିମେଣ୍ଟାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking